Online Bible

- Reklamy -




2 ରାଜାବଳୀ 23:36 - ପବିତ୍ର ବାଇବଲ

36 ଯିହୋୟାକୀମ୍ ଯେତେବେଳେ ରାଜା ହେଲେ ସେତେବେଳେ ତାଙ୍କୁ ପଚିଶ୍ ବର୍ଷ ହୋଇଥିଲା। ସେ ଯିରୁଶାଲମରେ ଏଗାର ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ସବୀଦା ଓ ସେ ରୂମା ନିବାସୀ ପଦାୟର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।

Viz kapitola kopírovat

ଓଡିଆ ବାଇବେଲ

36 ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।

Viz kapitola kopírovat




2 ରାଜାବଳୀ 23:36

Následuj nás:

Reklamy


Reklamy