Online Bible

- Reklamy -




2 ରାଜାବଳୀ 23:5 - ପବିତ୍ର ବାଇବଲ

5 ରାଜାମାନେ ସମସ୍ତ ସାଧାରଣ ଲୋକଙ୍କୁ ଯାଜକ ଭାବରେ ଯିହୁଦାର ରାଜାଙ୍କ ଦ୍ୱାରା ନିଯୁକ୍ତି ହୋଇଥିଲେ, ଯାଜକ ରୂପେ ସେବା କରିବାକୁ ବରଖାସ୍ତ କଲେ। ଏହି ଭଣ୍ତ ଯାଜକଗଣ ଯିହୁଦାର ପ୍ରତ୍ୟେକ ନଗରର ଉଚ୍ଚସ୍ଥାନରେ ସବୁବେଳେ ଧୂପ ଜଳାଇଲେ ଓ ଯିରୁଶାଲମସ୍ଥିତ ଚତୁର୍ଦ୍ଦିଗସ୍ଥିତ ସମସ୍ତ ନଗରରେ ବା‌ଲ୍‌‌‌ର ସମ୍ମାନାର୍ଥେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଏବଂ ଆକାଶର ସମସ୍ତ ଶକ୍ତିଗୁଡ଼ିକରେ ମଧ୍ୟ ସେହିପରି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗବର୍ତ୍ତୀ ସ୍ଥାନସବୁରେ ଧୂପ ଜ୍ଵଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ସମସ୍ତ ବାହିନୀର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ, ସେସବୁକୁ ସେ ରହିତ କଲେ।

Viz kapitola kopírovat

ଓଡିଆ ବାଇବେଲ

5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।

Viz kapitola kopírovat




2 ରାଜାବଳୀ 23:5

Následuj nás:

Reklamy


Reklamy