2 ରାଜାବଳୀ 24:10 - ପବିତ୍ର ବାଇବଲ10 ସେହି ସମୟରେ ନବୂଖଦ୍ନିତ୍ସରଙ୍କ ଅଧିକାରୀମାନେ ଯିରୁଶାଲମକୁ ଆସି ତାଙ୍କୁ ଅବରୋଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା। Viz kapitolaଓଡିଆ ବାଇବେଲ10 ସେସମୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେସମୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା। Viz kapitola |