2 ରାଜାବଳୀ 24:14 - ପବିତ୍ର ବାଇବଲ14 ଆଉ ସେ ଯିରୁଶାଲମର ସମସ୍ତ ଲୋକଙ୍କୁ, ସମସ୍ତ ଅଧିପତିଙ୍କୁ ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ଏପରି 10,000 ଲୋକଙ୍କୁ ବନ୍ଦୀ କଲେ। ଆଉ ସେ ସମସ୍ତ ଦକ୍ଷ ଶିଳ୍ପୀ ଓ କର୍ମକାରୀମାନଙ୍କୁ ନେଇଗଲେ କେବଳ ଦେଶରେ ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ ଅବଶିଷ୍ଟ କେହି ରହିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା; ଦେଶର ନିତା; ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ। Viz kapitolaଓଡିଆ ବାଇବେଲ14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ। Viz kapitola |