2 ରାଜାବଳୀ 24:15 - ପବିତ୍ର ବାଇବଲ15 ପୁଣି ନବୂଖଦ୍ନିତ୍ସର ଯିହୋୟାଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନପୁଂସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କରି ଯିରୁଶାଲମରୁ ବାବିଲକୁ ନେଇ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆହୁରି ସେ ଯିହୋୟାଖୀନ୍ଙ୍କୁ ବାବିଲ୍କୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପନିୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲ୍କୁ ନେଇଗଲା। Viz kapitolaଓଡିଆ ବାଇବେଲ15 ଆହୁରି ନବୂଖଦ୍ନିତ୍ସର ଯିହୋୟାଖୀନ୍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ନବୂଖଦ୍ନିତ୍ସର ଯିହୋୟାଖୀନ୍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା। Viz kapitola |