2 ରାଜାବଳୀ 24:16 - ପବିତ୍ର ବାଇବଲ16 ଆଉ ମଧ୍ୟ ସେ 7,000 ବଳବାନ ସୈନିକ ଓ 1,000 ଶିଳ୍ପୀ ଓ କର୍ମଗ୍ଭରୀମାନଙ୍କୁ ବନ୍ଦୀ କରି ଯିରୁଶାଲମରୁ ନେଇଗଲା। ଏମାନେ ସମସ୍ତେ ତାଲିମପ୍ରାପ୍ତ ସୈନିକ ଥିଲେ ଓ ଯୁଦ୍ଧ ଯୋଗ୍ୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ୍-ରାଜା ବନ୍ଦୀ କରି ବାବିଲ୍କୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ। Viz kapitolaଓଡିଆ ବାଇବେଲ16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ। Viz kapitola |