Online Bible

- Reklamy -




2 ରାଜାବଳୀ 24:18 - ପବିତ୍ର ବାଇବଲ

18 ସିଦିକିୟ ଶାସନ କଲା ବେଳକୁ ତାଙ୍କୁ ଏକୋଇଶ ବର୍ଷ ହୋଇଥିଲା। ସେ ଏଗାର ବର୍ଷ ଯିରୁଶାଲମରେ ରାଜତ୍ୱ କଲେ। ତାଙ୍କ ମାତାଙ୍କ ନାମ ହମୂଟଲ ଓ ସେ ଲି‌ବ୍‌ନା ନିବାସୀ ଯିରିମିୟର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା।

Viz kapitola kopírovat

ଓଡିଆ ବାଇବେଲ

18 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା।

Viz kapitola kopírovat




2 ରାଜାବଳୀ 24:18

Následuj nás:

Reklamy


Reklamy