2 ରାଜାବଳୀ 24:2 - ପବିତ୍ର ବାଇବଲ2 ତେଣୁ ସଦାପ୍ରଭୁ ଯିହୋୟାକୀମଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ, ଅରାମୀୟ ସୈନ୍ୟଦଳ, ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତା’ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ; ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ। Viz kapitolaଓଡିଆ ବାଇବେଲ2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ। Viz kapitola |