2 ରାଜାବଳୀ 24:20 - ପବିତ୍ର ବାଇବଲ20 ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ପ୍ରତି ଏତେ କ୍ରୋଧାନ୍ୱିତ ହେଲେ ଯେ ସେ ସେମାନଙ୍କୁ ଆପଣା ଛାମୁରୁ ଦୂରେଇ ଦେଲେ। ସିଦିକିୟ ବାବିଲ ରାଜାଙ୍କ ଶାସନ ବିରୁଦ୍ଧରେ ବିଦ୍ରୋହୀ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟନା ଘଟିଲା; ଆଉ ସିଦିକୀୟ ବାବିଲରାଜାର ବିଦ୍ରୋହୀ ହେଲେ। Viz kapitolaଓଡିଆ ବାଇବେଲ20 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ। Viz kapitola |