2 ରାଜାବଳୀ 24:4 - ପବିତ୍ର ବାଇବଲ4 କାରଣ ମନଃଶି ବହୁ ନିରୀହ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟାକରି ସେମାନଙ୍କ ରକ୍ତରେ ଯିରୁଶାଲମକୁ ପରିପୂର୍ଣ୍ଣ କଲା। ତେଣୁ ସଦାପ୍ରଭୁ ତାଙ୍କୁ ସେହି ପାପ ପାଇଁ କ୍ଷମା କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା; ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ନୋହିଲେ। Viz kapitolaଓଡିଆ ବାଇବେଲ4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ। Viz kapitola |