2 ରାଜାବଳୀ 24:8 - ପବିତ୍ର ବାଇବଲ8 ଯିହୋୟାଖୀନ୍ ଅଷ୍ଟାଦଶ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ। ସେ ଯିରୁଶାଲମରେ ମାତ୍ର ତିନି ମାସ ରାଜତ୍ୱ କଲେ। ତାଙ୍କ ମାତାଙ୍କ ନାମ ନହୁଷ୍ଟା ଓ ସେ ଯିରୁଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା। Viz kapitolaଓଡିଆ ବାଇବେଲ8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା। Viz kapitola |