Online Bible

- Reklamy -




2 ରାଜାବଳୀ 25:1 - ପବିତ୍ର ବାଇବଲ

1 ଅନନ୍ତର ସିଦିକିୟଙ୍କ ରାଜତ୍ୱର ନବମ ବର୍ଷରେ ଦଶମ ମାସର ଦଶମ ଦିନରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାଙ୍କର ସମସ୍ତ ସୈନ୍ୟ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ ଏବଂ ଯିରୁଶାଲମକୁ ଅବରୋଧ କଲେ ଓ ତା'ର ଗ୍ଭରିପାଖରେ ସୈନ୍ୟ କତ୍ତୃର୍କ ଅବରୋଧ ନିର୍ମାଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ୍ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

Viz kapitola kopírovat




2 ରାଜାବଳୀ 25:1

Následuj nás:

Reklamy


Reklamy