2 ରାଜାବଳୀ 25:11 - ପବିତ୍ର ବାଇବଲ11 ତା'ପରେ ନବୂସର୍ଦନ୍ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନେଇ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ୍-ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା। Viz kapitolaଓଡିଆ ବାଇବେଲ11 ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା। Viz kapitola |