2 ରାଜାବଳୀ 25:13 - ପବିତ୍ର ବାଇବଲ13 ବାବିଲର ସୈନ୍ୟମାନେ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ୟ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ଦ୍ୱୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆହୁରି କଲଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳ ବାବିଲ୍କୁ ନେଇଗଲେ। Viz kapitolaଓଡିଆ ବାଇବେଲ13 ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ। Viz kapitola |