2 ରାଜାବଳୀ 25:15 - ପବିତ୍ର ବାଇବଲ15 ପୁଣି ନବୂସର୍ଦନ୍ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନେଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ତସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା। Viz kapitolaଓଡିଆ ବାଇବେଲ15 ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା। Viz kapitola |