2 ରାଜାବଳୀ 25:19 - ପବିତ୍ର ବାଇବଲ19 ସେ ମଧ୍ୟ ବନ୍ଦୀପରି ନିଆଗଲେ। ଏକ ନପୁଂସକକୁ ସୈନ୍ୟମାନଙ୍କର ଦେଖାଶୁଣା, ରାଜାଙ୍କର ଉପଦେଶଗଣ, ସେନାର ସେନାପତିର ସଚିବ, ଯିଏ ଲୋକମାନଙ୍କୁ ଗଣିବାର ଦାୟିତ୍ୱରେ ଥିଲେ ଏବଂ ସେମାନଙ୍କରୁ ସୈନ୍ୟମାନଙ୍କୁ ବାଛିବା ଏବଂ ଷାଠିଏ ଅନ୍ୟ ଲୋକମାନେ ସହରରେ ମଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ-ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକି ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା। Viz kapitolaଓଡିଆ ବାଇବେଲ19 ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା। Viz kapitola |