2 ରାଜାବଳୀ 25:23 - ପବିତ୍ର ବାଇବଲ23 ଏହା ପରେ ବାବିଲର ରାଜା ଗଦଲିୟକୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ ଯଥା: ନଥନିୟର ପୁତ୍ର ଇଶ୍ମାୟେଲ, କାରେହର ପୁତ୍ର ଯୋହାନନ୍, ନାଟୋଫାତୀୟଠାରୁ ତନ୍ହୂମତର ପୁତ୍ର ସରାୟ, ମାଖାତୀୟର ପୁତ୍ର ଯାସନିୟ ଓ ସେମାନଙ୍କର ଲୋକମାନେ ମିସ୍ପାର ଗଦଲିୟ ନିକଟକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଉତ୍ତାରେ ବାବିଲ୍-ରାଜା ଗଦଲୀୟକୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ୍ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାତୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଆସିଲେ। Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ। Viz kapitola |