2 ରାଜାବଳୀ 25:24 - ପବିତ୍ର ବାଇବଲ24 ତହୁଁ ଗଦଲିୟ ଅଧିକାରୀମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରନ୍ତି, “ବାବିଲର ଅଧିକାରୀମାନଙ୍କୁ ଭୟ କର ନାହିଁ, ଏହିଠାରେ ରହି ବାବିଲ ରାଜାର ସେବା କର। ତା'ପରେ ଏହା ତୁମ୍ଭମାନଙ୍କ ସହିତ ମଙ୍ଗଳ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, କଲଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ନ ହୁଅ; ଦେଶରେ ବାସ କରି ବାବିଲ୍-ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ। Viz kapitolaଓଡିଆ ବାଇବେଲ24 ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।” Viz kapitola |