Online Bible

- Reklamy -




2 ରାଜାବଳୀ 25:25 - ପବିତ୍ର ବାଇବଲ

25 ମାତ୍ର ସପ୍ତମ ମାସରେ ରାଜବଂଶ ଜାତ ଇଲୀଶାମାର ପୌତ୍ର ନଥନିୟର ପୁତ୍ର ଇ‌ଶ୍‌ମାୟେଲ, ଯିଏ ରାଜା ପରିବାରରୁ ଥିଲେ। ସେ ଓ ତାଙ୍କର ଦଶ ଜଣ ସଙ୍ଗୀ ଗଦଲୀୟକୁ, ଯିହୁଦୀୟମାନଙ୍କୁ ଓ ମି‌ସ୍‌ପାରେ ଥିବା କ‌ଲ୍‌‌‌ଦୀୟମାନଙ୍କୁ ବଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ୍ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟକୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

25 ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।

Viz kapitola kopírovat




2 ରାଜାବଳୀ 25:25

Následuj nás:

Reklamy


Reklamy