Online Bible

- Reklamy -




2 ରାଜାବଳୀ 25:26 - ପବିତ୍ର ବାଇବଲ

26 ତା'ପରେ ସମସ୍ତ ସେନାପତିଗଣ ଓ ଛୋଟ ବଡ଼ ସବୁ ଲୋକ ମିଶରକୁ ପଳାଇଲେ। କାରଣ ସେମାନେ କ‌ଲ୍‌‌‌ଦୀୟମାନଙ୍କୁ ଭୟ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଏଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

26 ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍‍ଦୀୟମାନଙ୍କ ଲାଗି ଭୀତ ହେଲେ।

Viz kapitola kopírovat




2 ରାଜାବଳୀ 25:26

Následuj nás:

Reklamy


Reklamy