2 ରାଜାବଳୀ 25:27 - ପବିତ୍ର ବାଇବଲ27 ଅନନ୍ତର ଯିହୁଦାର ରାଜା ଯିହୋୟାଖୀନଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷର ଦ୍ୱାଦଶ ମାସରେ, ମାସର ସତାଇଶ୍ ଦିନରେ ବାବିଲ ରାଜା ଇବିଲ-ମରୋଦକ୍। ସେ ରାଜତ୍ୱ ଆରମ୍ଭ କରିବା ବର୍ଷରେ ବନ୍ଦୀରୁ ଯିହୁଦାର ରାଜା ଯିହୋୟାଖୀନଙ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ବସିବାକୁ ଦେଲେ। ତାହା ବାବିଲୋନରେ ତାଙ୍କ ସହିତ ଏପରି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ୍-ରାଜା ଇବିଲ୍-ମରୋଦକ୍ ରାଜ୍ୟାରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା; Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା। Viz kapitola |