2 ରାଜାବଳୀ 25:28 - ପବିତ୍ର ବାଇବଲ28 ଇବିଲ-ମରୋଦକ୍ ଯିହୋୟାଖୀନଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲେ। ସେ ବାବିଲରେ ତାଙ୍କ ସହିତ ଥିବା ଅନ୍ୟ ରାଜାମାନଙ୍କ ଆସନଠାରୁ ସେ ଯିହୋୟାଖୀନଙ୍କୁ ଉଚ୍ଚସ୍ଥାନ ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲ୍ରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା। Viz kapitolaଓଡିଆ ବାଇବେଲ28 ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା। Viz kapitola |