Online Bible

- Reklamy -




2 ରାଜାବଳୀ 25:3 - ପବିତ୍ର ବାଇବଲ

3 ନଗରରେ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ଭୟଙ୍କର ମାତ୍ରାରେ ବଢ଼ିଗ୍ଭଲିଲା। ତେଣୁ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ଦ୍ରବ୍ୟ ମିଳିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।

Viz kapitola kopírovat




2 ରାଜାବଳୀ 25:3

Následuj nás:

Reklamy


Reklamy