2 ରାଜାବଳୀ 25:4 - ପବିତ୍ର ବାଇବଲ4 ସର୍ବଶେଷରେ ନବୂଖଦ୍ନିତ୍ସରଙ୍କ ସୈନ୍ୟ ନଗରର ପ୍ରାଚୀର ଏକ ସ୍ଥାନ ଭଗ୍ନ କଲେ। ସେହି ରାତ୍ରିରେ ରାଜା ସିଦିକିୟ ଓ ସମସ୍ତ ଯୋଦ୍ଧାଗଣ ରାଜାଙ୍କର ଉଦ୍ୟାନକୁ ଲାଗି ଦୁଇଟି ପ୍ରାଚୀର ମଧ୍ୟ ଫାଟକ ଦେଇ ପଳାଇଲେ। ଯେତେବେଳେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ବେଢ଼ି ରହିଥିଲେ। ପୁଣି ରାଜା ଆରବା ପଥ ଦେଇ ଗ୍ଭଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ରାତ୍ରିଯୋଗେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀଣଦ୍ଵାର-ପଥ ଦେଇ ପଳାଇଲେ; ସେ-ସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ; ପୁଣି ରାଜା ଆରବା ପଥଦେଇ ଚାଲିଗଲେ। Viz kapitolaଓଡିଆ ବାଇବେଲ4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ। Viz kapitola |