Online Bible

- Reklamy -




2 ରାଜାବଳୀ 25:5 - ପବିତ୍ର ବାଇବଲ

5 ତହୁଁ କ‌ଲ୍‌‌‌ଦୀୟ ସୈନ୍ୟମାନେ ରାଜାଙ୍କ ପଶ୍ଚା‌ତ୍‌ଧାବନ କରି ଯିରୀହୋ ପଦାରେ ତାଙ୍କୁ ଧରିଲେ। ଯେତେବେଳେ ତାଙ୍କର ସମସ୍ତ ସୈନ୍ୟ ତାଙ୍କୁ ଛାଡ଼ି ପଳାୟନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ତାଙ୍କୁ ଧରିଲେ; ତହିଁରେ ତାଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।

Viz kapitola kopírovat

ଓଡିଆ ବାଇବେଲ

5 ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।

Viz kapitola kopírovat




2 ରାଜାବଳୀ 25:5

Následuj nás:

Reklamy


Reklamy