2 ରାଜାବଳୀ 25:6 - ପବିତ୍ର ବାଇବଲ6 ତା'ପରେ ସେମାନେ ରାଜାଙ୍କୁ ଧରି ରିବ୍ଲାରେ ଥିବା ବାବିଲ ରାଜାଙ୍କ ନିକଟକୁ ନେଲେ। ସେମାନେ ତାଙ୍କୁ ଦଣ୍ତ ଦେବାକୁ ସ୍ଥିର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ୍-ରାଜା କତିକି ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ତାଜ୍ଞା କଲେ। Viz kapitolaଓଡିଆ ବାଇବେଲ6 ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ। Viz kapitola |