Online Bible

- Reklamy -




2 ରାଜାବଳୀ 25:7 - ପବିତ୍ର ବାଇବଲ

7 ସେମାନେ ସିଦିକିୟଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖରେ ବଧ କଲେ। ତା'ପରେ ସେମାନେ ସିଦିକିୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ ଓ ତାଙ୍କୁ ଶୃଙ୍ଖଳରେ ବାନ୍ଧି ବାବିଲକୁ ନେଇ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଇରେ ବଦ୍ଧ କରି ବାବିଲ୍‍କୁ ନେଇଗଲେ।

Viz kapitola kopírovat

ଓଡିଆ ବାଇବେଲ

7 ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।

Viz kapitola kopírovat




2 ରାଜାବଳୀ 25:7

Následuj nás:

Reklamy


Reklamy