2 ରାଜାବଳୀ 25:8 - ପବିତ୍ର ବାଇବଲ8 ନବୂଖଦ୍ନିତ୍ସରଙ୍କ ରାଜତ୍ୱର ଉନବିଂଶ ବର୍ଷରେ ପଞ୍ଚମ ମାସର ସପ୍ତମ ଦିନରେ ବାବିଲ ରାଜାର ଦାସ ନବୂସର୍ଦନ୍ ଉତ୍ତମ ଯୋଦ୍ଧାବର୍ଗର ସେନାପତି ରୂପେ ଯିରୁଶାଲମକୁ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ୍-ରାଜା ନବୂଖଦ୍ନିତ୍ସରର ଅଧିକାରର ଊଣାଇଶ ବର୍ଷରେ ବାବିଲ୍-ରାଜାର ଦାସ ନବୂସର୍ଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା; Viz kapitolaଓଡିଆ ବାଇବେଲ8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣାଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା। Viz kapitola |