Online Bible

- Reklamy -




2 ରାଜାବଳୀ 3:10 - ପବିତ୍ର ବାଇବଲ

10 ଶେଷରେ ଇସ୍ରାଏଲର ରାଜା ଯିହୋରାମ୍ କହିଲେ, “ହାୟ, ସଦାପ୍ରଭୁ ମୋୟାବ ହସ୍ତରେ ସମର୍ପଣ କରିବାକୁ ଆମ୍ଭ ତିନି ଜଣଙ୍କୁ ଏକତ୍ର ଡାକିଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ଇସ୍ରାଏଲର ରାଜା କହିଲେ, ହାୟ ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

10 ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”

Viz kapitola kopírovat




2 ରାଜାବଳୀ 3:10

Následuj nás:

Reklamy


Reklamy