2 ରାଜାବଳୀ 3:13 - ପବିତ୍ର ବାଇବଲ13 ଏଥିରେ ଇଲୀଶାୟ ଇସ୍ରାଏଲର ରାଜା ଯିହୋରାମଙ୍କୁ କହିଲେ, “ମୋ’ ପାଖରେ ତୁମ୍ଭର କି କାମ ଅଛି? ତୁମ୍ଭେ ତୁମ୍ଭର ପିତାମାତାଙ୍କର ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ଯାଅ।” ଇସ୍ରାଏଲର ରାଜା ଉତ୍ତର ଦେଲେ, “ନାଁ ଆମ୍ଭେ ତୁମ୍ଭଙ୍କୁ ଦେଖିବାକୁ ଆସିଲୁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକି ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, ତୁମ୍ଭ ସଙ୍ଗେ ମୋର କି ବିଷୟ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍-ବକ୍ତାମାନଙ୍କ ନିକଟକୁ ଯାଅ । ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, ନାହିଁ; କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି। Viz kapitolaଓଡିଆ ବାଇବେଲ13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ’ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।” Viz kapitola |