2 ରାଜାବଳୀ 3:16 - ପବିତ୍ର ବାଇବଲ16 ତା'ପରେ ଇଲୀଶାୟ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ଉପତ୍ୟକାରେ ଗାତମାନ ଖୋଳ।’ Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର। Viz kapitolaଓଡିଆ ବାଇବେଲ16 ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’ Viz kapitola |