Online Bible

- Reklamy -




2 ରାଜାବଳୀ 3:17 - ପବିତ୍ର ବାଇବଲ

17 ସଦାପ୍ରଭୁ ଏହା ମଧ୍ୟ କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ କି ବୃଷ୍ଟି ଦେଖିବ ନାହିଁ, ମାତ୍ର ଉପତ୍ୟକାଟି ଜଳରେ ପରିପୂର୍ଣ୍ଣ ହେବ। ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସମସ୍ତ ଗୋମେଷାଦି ପଶୁମାନେ ଜଳପାନ କରିବେ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ପାନ କରିବ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ।

Viz kapitola kopírovat

ଓଡିଆ ବାଇବେଲ

17 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’

Viz kapitola kopírovat




2 ରାଜାବଳୀ 3:17

Následuj nás:

Reklamy


Reklamy