Online Bible

- Reklamy -




2 ରାଜାବଳୀ 3:19 - ପବିତ୍ର ବାଇବଲ

19 ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ସୁଦୃଢ଼ ଓ ଉତ୍ତମ ନଗରଗୁଡ଼ିକୁ ଧ୍ୱଂସ କରିବ। ପ୍ରତ୍ୟେକ ଉତ୍ତମ ବୃକ୍ଷଗୁଡ଼ିକୁ କାଟି ପକାଇବ। ନିର୍ଝରଗୁଡ଼ିକର ଜଳକୁ ଅଟକାଇ ଓ ପ୍ରତ୍ୟେକ ଉତ୍ତମ ଭୂମି ଖଣ୍ତକୁ ପଥର ଫୋପାଡ଼ି ବିନାଶ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀରବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବୁଜିଦେବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ତ ପ୍ରସ୍ତରରେ ନାଶ କରିବ।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀରବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”

Viz kapitola kopírovat




2 ରାଜାବଳୀ 3:19

Následuj nás:

Reklamy


Reklamy