2 ରାଜାବଳୀ 3:21 - ପବିତ୍ର ବାଇବଲ21 ମୋୟାବୀୟମାନେ ଶୁଣିଲେ ଯେ ରାଜାମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଛନ୍ତି। ତେଣୁ ସେମାନେ ସମସ୍ତେ ଏପରିକି ଅତ୍ୟଧିକ ବୃଦ୍ଧମାନେ ମଧ୍ୟ ସାଞ୍ଜୁ ପରିଧାନ କରି ଏକତ୍ରିତ ହେଲେ ଓ ଯୁଦ୍ଧ ପାଇଁ ସୀମାନ୍ତରେ ଅପେକ୍ଷା କରି ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣା-ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା-ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ। Viz kapitolaଓଡିଆ ବାଇବେଲ21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ। Viz kapitola |