2 ରାଜାବଳୀ 3:23 - ପବିତ୍ର ବାଇବଲ23 ମୋୟାବୀୟମାନେ କହିଲେ, “ରକ୍ତକୁ ଦେଖ, ରାଜାମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ବିନଷ୍ଟ ହୋଇଛନ୍ତି। ସେମାନେ ପରସ୍ପର ମଧ୍ୟରେ ଯୁଦ୍ଧ କରି ସେମାନଙ୍କର ଯୋଦ୍ଧାମାନଙ୍କୁ ବଧ କରିଛନ୍ତି। ଗ୍ଭଲ ଏବଂ ସେହି ମୃତ ଶରୀରରୁ ମୂଲ୍ୟବାନ ଜିନିଷମାନ ଲୁଟିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତେବେ ସେମାନେ କହିଲେ, ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତିନ୍ତଏହେତୁ ହେ ମୋୟାବ, ଲୁଟିବାକୁ ଯାଅ। Viz kapitolaଓଡିଆ ବାଇବେଲ23 ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।” Viz kapitola |