Online Bible

- Reklamy -




2 ରାଜାବଳୀ 3:26 - ପବିତ୍ର ବାଇବଲ

26 ପୁଣି ମୋୟାବର ରାଜା ଦେଖିଲେ ଯେ ଯୁଦ୍ଧ ତାଙ୍କ ପାଇଁ ଅତି ଅସହ୍ୟ ହେଲା। ତେଣୁ ସେ ନିଷ୍ପତ୍ତି କଲେ, ଇଦୋମର ରାଜାଙ୍କୁ ହତ୍ୟାକରି ସେମାନଙ୍କ ଦ୍ୱାରା ଭଙ୍ଗାଯିବା, ସେ ତାଙ୍କର 700 ‌‌ଖ‌ଡ଼୍‌ଗଧାରୀ ସୈନ୍ୟ ସହିତ ଏହା କରିବାକୁ ଚେଷ୍ଟା କଲେ। କିନ୍ତୁ ସେ ତାହା ଭାଙ୍ଗିପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ଼୍‍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

26 ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।

Viz kapitola kopírovat




2 ରାଜାବଳୀ 3:26

Následuj nás:

Reklamy


Reklamy