2 ରାଜାବଳୀ 3:3 - ପବିତ୍ର ବାଇବଲ3 ତଥାପି ନବାଟ୍ଙ୍କ ପୁତ୍ର ଯାରବିୟାମ ଦ୍ୱାରା ଇସ୍ରାଏଲୀୟମାନଙ୍କୁ ଯେଉଁ ପାପରେ ଆସକ୍ତ କରାଇଥିଲେ ସେ ମଧ୍ୟ ସେହି ପାପଗୁଡ଼ିକର ଆସକ୍ତ ହେଲେ। ଯାରବିୟାମ ଏହି ପାପଗୁଡ଼ିକୁ ବନ୍ଦ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ। Viz kapitolaଓଡିଆ ବାଇବେଲ3 ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ। Viz kapitola |