2 ରାଜାବଳୀ 3:8 - ପବିତ୍ର ବାଇବଲ8 ଯିହୋରାମଙ୍କୁ ଯିହୋଶାଫଟ୍ ପଗ୍ଭରିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ଯିହୋରାମ୍ ଉତ୍ତର ଦେଲେ, “ଆମ୍ଭେମାନେ ଇଦୋମର ମରୁଭୂମି ପ୍ରାନ୍ତର ଦେଇ ଯିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ସେ କହିଲେ, ଆମ୍ଭେମାନେ କେଉଁ ବାଟେ ଯିବା? ତହୁଁ ସେ ଉତ୍ତର କଲେ, ଇଦୋମ-ପ୍ରାନ୍ତର ବାଟେ। Viz kapitolaଓଡିଆ ବାଇବେଲ8 ଆଉ ଯିହୋରାମ୍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା ?” ତହୁଁ ଯିହୋଶାଫଟ୍ ଉତ୍ତର କଲେ, “ଇଦୋମ ପ୍ରାନ୍ତର ପଥ ଦେଇ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଯିହୋରାମ୍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।” Viz kapitola |