Online Bible

- Reklamy -




2 ରାଜାବଳୀ 4:17 - ପବିତ୍ର ବାଇବଲ

17 ସ୍ତ୍ରୀଲୋକଟି ଗର୍ଭବତୀ ହେଲା। ଇଲୀଶାୟ ତାଙ୍କୁ କହିଲା ପରି, ପର ବସନ୍ତ ଋତୁରେ ସେ ଏକ ପୁତ୍ରକୁ ଜନ୍ମ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଥି ଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।

Viz kapitola kopírovat

ଓଡିଆ ବାଇବେଲ

17 ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।

Viz kapitola kopírovat




2 ରାଜାବଳୀ 4:17

Následuj nás:

Reklamy


Reklamy