Online Bible

- Reklamy -




2 ରାଜାବଳୀ 4:18 - ପବିତ୍ର ବାଇବଲ

18 ପିଲାଟି ବଢ଼ିବାକୁ ଲାଗିଲା। ଦିନେ ସେ କ୍ଷେତକୁ ଯାଇ ଲୋକମାନେ ଓ ତା'ର ପିତା ଶସ୍ୟ କାଟୁଥିବା ବେଳେ ତାଙ୍କ ନିକଟକୁ ଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା କତିକି ଗଲା।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।

Viz kapitola kopírovat




2 ରାଜାବଳୀ 4:18

Následuj nás:

Reklamy


Reklamy