2 ରାଜାବଳୀ 4:20 - ପବିତ୍ର ବାଇବଲ20 ଦାସ ପିଲାଟିକୁ ତା'ର ମାତା ନିକଟକୁ ନେଇଗଲା। ପିଲାଟି ତା'ର ମାତା କୋଳରେ ମଧ୍ୟାହ୍ନ ପର୍ଯ୍ୟନ୍ତ ରହି ମରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା। Viz kapitolaଓଡିଆ ବାଇବେଲ20 ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା। Viz kapitola |