2 ରାଜାବଳୀ 4:23 - ପବିତ୍ର ବାଇବଲ23 ଏଥିରେ ତା'ର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ଆଜି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ଯିବ? ଆଜିତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ତହୁଁ ତାଙ୍କ ସ୍ତ୍ରୀ କହିଲା, “ତୁମ୍ଭେ ବ୍ୟସ୍ତ ହୁଅ ନାହିଁ, ସବୁ ଠିକ୍ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସେ କହିଲା, ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ। ଏଥିରେ ସେ କହିଲା, ଭଲ ହେବ। Viz kapitolaଓଡିଆ ବାଇବେଲ23 ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।” Viz kapitola |