2 ରାଜାବଳୀ 4:24 - ପବିତ୍ର ବାଇବଲ24 ତା'ପରେ ସେ ଗର୍ଦ୍ଦଭ ସଜାଇ ତାଙ୍କର ସେବକକୁ କହିଲେ, “ଦ୍ରୁତଗତିରେ ଗର୍ଦ୍ଦଭକୁ ଚଲାଅ ଓ ମୋର ଆଦେଶ ନ ପାଇବା ପର୍ଯ୍ୟନ୍ତ ଗତି ଧୀର କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ସେ ଗର୍ଦ୍ଦଭ ସଜାଇ ଆପଣା ଦାସକୁ କହିଲା, ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଳାଇବାରେ ଢିଲା ନ କର। Viz kapitolaଓଡିଆ ବାଇବେଲ24 ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋ’ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।” Viz kapitola |