2 ରାଜାବଳୀ 4:25 - ପବିତ୍ର ବାଇବଲ25 ଏହିରୂପେ ସେ କର୍ମିଲ ପର୍ବତରେ ପହଞ୍ଚି ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଦେଖିଲେ। ଇଲୀଶାୟ ମଧ୍ୟ ଦୂରରୁ ତାଙ୍କୁ ଆସୁଥିବାର ଦେଖି ନିଜର ଦାସ ଗିହେଜୀକି କହିଲେ, “ଦେଖ, ଏହି ଶୁନେମୀୟା ସ୍ତ୍ରୀ ଏଠାକୁ ଆସୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ଵରଙ୍କ ଲୋକଙ୍କ ନିକଟରେ ପହୁଞ୍ଚିଲା। ତହିଁରେ ପରମେଶ୍ଵରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକି କହିଲେ, ଦେଖ, ହେଇଟି ଶୁନେମୀୟା; Viz kapitolaଓଡିଆ ବାଇବେଲ25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ; Viz kapitola |