Online Bible

- Reklamy -




2 ରାଜାବଳୀ 4:29 - ପବିତ୍ର ବାଇବଲ

29 ଏହା ପରେ ଇଲୀଶାୟ ଗିହେଜୀକୁ କହିଲେ, “ଯିବାକୁ ପ୍ରସ୍ତୁତ ହୁଅ। ମୋର ଯଷ୍ଟିଟିକୁ ସଙ୍ଗରେ ନିଅ। ଗଲାବେଳେ କୌଣସି ସ୍ଥାନରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କର ନାହିଁ ଓ କେହି ନମସ୍କାର କଲେ ତାକୁ ଉତ୍ତର ଦିଅ ନାହିଁ। ମୋର ଯଷ୍ଟି ନେଇ ସେହି ବାଳକର ମୁଖ ଉପରେ ରଖି ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତହୁଁ ଇଲୀଶାୟ ଗିହେଜୀକି କହିଲେ, ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ତୁମ୍ଭେ କୌଣସି ଲୋକକୁ ଭେଟିଲେ, ତାହାକୁ ନମସ୍କାର ନ କର; ଆଉ କେହି ତୁମ୍ଭକୁ ନମସ୍କାର କଲେ, ତାହାକୁ ଫେରି ଉତ୍ତର ନ ଦିଅ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖିଦିଅ।

Viz kapitola kopírovat

ଓଡିଆ ବାଇବେଲ

29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋ’ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”

Viz kapitola kopírovat




2 ରାଜାବଳୀ 4:29

Následuj nás:

Reklamy


Reklamy