Online Bible

- Reklamy -




2 ରାଜାବଳୀ 4:35 - ପବିତ୍ର ବାଇବଲ

35 ତା'ପରେ ଇଲୀଶାୟ ଉଠିପଡ଼ି ଗୃହ ମଧ୍ୟରେ ଏଣେ ତେଣେ ବିଚରଣ କଲେ। ସେ ପୁଣି ବାଳକଟି ଉପରେ ଶୋଇ ପଡ଼ିଲେ। ଏଥିରେ ବାଳକଟି ସାତଥର ଛିଙ୍କିଲା ଓ ଚକ୍ଷୁ ଖୋଲିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେ ତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ଵମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।

Viz kapitola kopírovat

ଓଡିଆ ବାଇବେଲ

35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେ ତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।

Viz kapitola kopírovat




2 ରାଜାବଳୀ 4:35

Následuj nás:

Reklamy


Reklamy