2 ରାଜାବଳୀ 4:38 - ପବିତ୍ର ବାଇବଲ38 ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫେରିଗଲେ। ସେହି ସମୟରେ ସେଠାରେ ସେହି ଭୂମିରେ ଦୁର୍ଭିକ୍ଷ ପଡ଼ିଥିଲା। ଯେତେବେଳେ ଭବିଷ୍ୟଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, “ହଣ୍ତା ଚୁଲିରେ ବସାଅ ଓ ଭବିଷ୍ୟଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ୟଞ୍ଜନ ପାକ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍-ବକ୍ତାଗଣର ପୁତ୍ରମାନେ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, ଏକ ବଡ଼ ହଣ୍ତା ବସାଇ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନଙ୍କ ନିମନ୍ତେ ବ୍ୟଞ୍ଜନ ପାକ କର। Viz kapitolaଓଡିଆ ବାଇବେଲ38 ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।” Viz kapitola |