2 ରାଜାବଳୀ 4:41 - ପବିତ୍ର ବାଇବଲ41 ମାତ୍ର ଇଲୀଶାୟ କହିଲେ, “କିଛି ମଇଦା ଆଣ।” ସେମାନେ କିଛି ମଇଦା ଆଣିଲେ ଓ ଇଲୀଶାୟ ସେହି ପାତ୍ରରେ ପକାଇଲେ। ତା'ପରେ ସେ କହିଲେ, “ଲୋକମାନଙ୍କୁ ପରସ, ବର୍ତ୍ତମାନ ସେମାନେ ଖାଇ ପାରନ୍ତି।” ବାସ୍ତବରେ ହଣ୍ଡାରେ ଏହି ସମୟରେ କିଛି ମନ୍ଦ ରହିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ମାତ୍ର ସେ କହିଲେ, ତେବେ ମଇଦା ଆଣ। ଆଉ ସେ ତାହା ହଣ୍ତାରେ ପକାଇ କହିଲେ, ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ। ତହୁଁ ହଣ୍ତାରେ କିଛି ମନ୍ଦ ରହିଲା ନାହିଁ। Viz kapitolaଓଡିଆ ବାଇବେଲ41 ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ। Viz kapitola |