2 ରାଜାବଳୀ 4:42 - ପବିତ୍ର ବାଇବଲ42 ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳରେ ରୋଟୀ ଅର୍ଥାତ୍ କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶୀଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)42 ଅନନ୍ତର ବାଲ୍-ଶାଲିଶାରୁ ଜଣେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୋଟୀ, ଅର୍ଥାତ୍, କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ। Viz kapitolaଓଡିଆ ବାଇବେଲ42 ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।” Viz kapitola |