2 ରାଜାବଳୀ 5:1 - ପବିତ୍ର ବାଇବଲ1 ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ଵାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ। Viz kapitolaଓଡିଆ ବାଇବେଲ1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ। Viz kapitola |